ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ: ୨ ମୃତ

ଭୁବନେଶ୍ବର ବସନ୍ତ ଭିଲ୍ଲା ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ଘଟି ୨ ଜୀବନ୍ତ ଦଗ୍ଧ ହୋଯାଇଛନ୍ତି। ପ୍ୟାନେଲ ବୋର୍ଡ ସର୍ଟ ସର୍କିଟରୁ ଗାର୍ଡ ରୁମରେ ନିଆଁ ଲାଗିଥିବା ସୂଚନା ମିଳିଛି।

ଜଣେ ସୁରକ୍ଷା କର୍ମୀ ଓ କେୟାର ଟେକରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଂଚି ନିଆଁକୁ ଆୟତ୍ତ କରିଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes