ଆପାର୍ଟମେଣ୍ଟ ଲୁଟେରାଙ୍କୁ ଧରିଲା କମିଶନରେଟ ପୁଲିସ

ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗର ୯ ଜଣଙ୍କୁ ଗିରଫ କଲା ସ୍ପେଶାଲ ସ୍କ୍ୱାଡ୍‌।ତାଙ୍କ ଠାରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ବାଇକ ଜବତ ହୋଇଛି।

ଏମାନଙ୍କ ନାଁରେ ବାହାର ରାଜ୍ୟରେ ଏକାଧିକ ମାମଲା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes