ଆଜି ରାଜ୍ୟରେ ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ,ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ।
Credible Local News of Odisha