ଆଭ୍ୟନ୍ତରୀଣ ଓଡ଼ିଶାର ୮ ଜିଲ୍ଲାକୁ ଆଗାମୀ ୨ ଦିନ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ

ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବଲାଙ୍ଗିର ଓ ବୌଦ୍ଧକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

୨୦ ଓ ୨୧ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି,ତାପମାତ୍ରା ସହ ଉଚ୍ଚ ଆର୍ଦ୍ରତା ଥିବାରୁ ଗୁଳୁଗୁଳି ହେଉଛି, ୨୧ ତାରିଖ ପରେ ତାପମାତ୍ରାରେ ପରିବର୍ତ୍ତନ ସମ୍ଭାବନା ରହିଛି ବୋଲି ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes