ଆମ୍ବୁଲାନ୍ସକୁ ଧକ୍କା ଦେଲା ଟ୍ରକ; ୫ ଗୁରୁତର

ବାଲେଶ୍ବର ଜିଲ୍ଲା ଏନ୍ଏଚ ୧୬ ବେଗୁନିଆ ନିକଟରେ ଏହି ଦୁର୍ଘଟଣା ଘଟିଛି।

ଏଥିରେ ରୋଗୀ ସମେତ ୫ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଖନ୍ତାପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଟ୍ରକ ଚାଳକ ଫେରାର ହୋଇଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes