କଟକରୁ ଭୁବନେଶ୍ବର ସ୍ଥାନାନ୍ତର ବେଳେ କାଠଯୋଡ଼ି ନଦୀ ବ୍ରିଜ ଉପରେ ହଠାତ୍ ପେଟ୍ରୋଲ ଶେଷ ହୋଇଯାଇଥିଲା।
କିଛି ସମୟ ପରେ ରୋଗୀର ମୃତ୍ୟୁ ହୋଇଥିବା ପରିବାରର ଅଭିଯୋଗ କରିଛନ୍ତି।କେନ୍ଦ୍ରାପଡ଼ାର ଯୁବକ ବିଷପିଇ ଗୁରୁତର ହେବାରୁ କଟକ ଅଣାଯାଇଥିଲା। ପରେ ଭୁବନେଶ୍ବର ସ୍ଥାନାନ୍ତର ବେଳେ ଏହି ଘଟଣା ଘଟିଥିଲା।
Credible Local News of Odisha