ଆମ ଆଦମୀ ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ

କଳାହାଣ୍ଡି ଜିଲ୍ଲା ଆମ ଆଦମୀ ପାର୍ଟିର ମିଶ୍ରଣ ପର୍ବ ଆଜି ଭବାନୀପାଟଣା ଆପ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ବିଦ୍ୟାର୍ଥୀ ପରିଷଦ ସଭାପତି ଆପର କାର୍ଯ୍ୟକଳାପରେ ସନ୍ତୋଷ ବ୍ୟକ୍ତ କରି ଦଳରେ ମିଶିଥିବା କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes