ଆରଡବ୍ଲୁଏସ୍ଏସର ଅଧିକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆରଡବ୍ଲୁଏସ୍ଏସର ଅଧିକ୍ଷଣ ଯନ୍ତ୍ରୀ ବିଜୟ ନନ୍ଦ ସାହୁଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।

ବିଜୟଙ୍କ ଡିହଡୋଳ ସ୍ଥିତ ବାସଭବନ, ଭୁବନେଶ୍ୱର, ଢେଙ୍କାନାଳ ଓ ଅନୁଗୋଳରେ ଥିବା ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version