ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଉଲୁଣ୍ଡା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପ୍ରଧାନ ଆଚାର୍ଯ୍ୟ ଲବ ଭରାସାଗରଙ୍କ ତତ୍ତ୍ଵାବଧାନରେ “ଆଲିନା ପଲ୍ଲବୀକା ଶିଶୁ ଉଦ୍ୟାନ”ର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ସ୍ବର୍ଗତ ସୁଶ୍ରୀ ଏଲିନା ପଲ୍ଲବୀକା ୫ମ ଶ୍ରେଣୀରେ ଅଧ୍ୟୟନ କରୁଥିଲେ । ତାଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏହି ଉଦ୍ୟାନଟି ନାମିତ ହୋଇଛି ।