ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ତଦନ୍ତ ପାଇଁ ପହଞ୍ଚିଲେ ବାରିପଦା ରାସଗୋବିନ୍ଦପୁର କାକବନ୍ଧ ଆଶ୍ରମ ସ୍କୁଲର କେନ୍ଦ୍ରାଞ୍ଚଳ ଆରଡିସି।ଛାତ୍ରଛାତ୍ରୀ ଓ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ପରେ ରାସଗୋବିନ୍ଦପୁର ହସ୍ପିଟାଲ ଯିବାର କାର୍ଯ୍ୟକ୍ରମ ରହିଛି। ଝାଡ଼ାବାନ୍ତିରେ ଜଣେ ଛାତ୍ରୀଙ୍କ ମୃତ୍ୟୁ ସହ ଏବେ ବି ଶତାଧିକ ଆକ୍ରାନ୍ତ ଅଛନ୍ତି।