ଆସନ୍ତାକାଲିଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୪ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି ହୋଇଛି।ମାଲକାନାଗିରି, କୋରାପୁଟ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଗଜପତି, କନ୍ଧମାଳ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ମୟୁରଭଞ୍ଜରେ ମଧ୍ୟ ବର୍ଷା ଅଛି।

ବର୍ଷା ସହ ବଜ୍ରପାତ ଓ ଘଣ୍ଟା ପ୍ରତି ୩୦କି.ମି. ବେଗରେ ପବନ ବହିପାରେ ନେଇ ଆକଳନ କରିଛି ପାଣିପାଗ ବିଭାଗ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes