ଶ୍ରୀମନ୍ଦିର ନାଟମଣ୍ଡପ ମରାମତି ପ୍ରସଙ୍ଗରେ ହାଇକୋର୍ଟ ASIକୁ ଏହି ନିର୍ଦ୍ଦେଶ ଦେଇଛନ୍ତି।
ମରାମତି ଲାଗି ସମସ୍ତ ସହଯୋଗ ଯୋଗାଇବ ମନ୍ଦିର ପ୍ରଶାସନ। ମରାମତି କାମର ଅନୁଧ୍ୟାନ କରିବେ ଆମିକସ୍ କ୍ୟୁରି। ଅନୁଧ୍ୟାନ କରି ପ୍ରତି ୧୫ ଦିନରେ ରିପୋର୍ଟ ଦେବେ ଆମିକସ୍ କ୍ୟୁରି। ଡିସେମ୍ବର ୪ ତାରିଖରେ ହାଇକୋର୍ଟରେ ପରବର୍ତ୍ତୀ ଶୁଣାଣି।