ନଵନିର୍ମାଣ କୃଷକ ସଂଗଠନର ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିଥିବା ନେଇ ପିସିସି ସଭାପତି ଭକ୍ତ ଦାସ ସୂଚନା ଦେଇଛନ୍ତି। ବନ୍ଦ ପାଳନକୁ ସମର୍ଥନ ଜଣାଇବାକୁ ସବୁ ଜିଲ୍ଲା କଂଗ୍ରେସ କମିଟିକୁ ନିର୍ଦ୍ଦେଶ ଦିଆଯାଇଛି। ଧାନକିଣାରେ ଅବ୍ୟବସ୍ଥା, ପ୍ରଦୂଷଣ ସାର୍ଟିଫିକେଟ ଆଳରେ ମାତ୍ରାଧିକ ତଣ୍ଡକୁ ବିରୋଧ କରୁଛୁ କହିଛନ୍ତି ଭକ୍ତ।