ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ କବିସୂର୍ଯ୍ୟନଗର, ହିଞ୍ଜିଳି ଓ ଛତ୍ରପୁର ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes