ଆସନ୍ତାକାଲି ଚାଷୀଙ୍କୁ ମିଳିବ କାଳିଆ ଟଙ୍କା

ଆସନ୍ତାକାଲି ଅକ୍ଷୟ ତୃତୀୟା ଅବସରରେ ପ୍ରତ୍ୟେକ କାଳିଆ ହିତାଧିକାରୀଙ୍କୁ ୨ହଜାର ଟଙ୍କା ଭେଟି ଦେବେ ରାଜ୍ୟସରକାର।

ଏହି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes