ଆସନ୍ତାକାଲି ବୁଧବାର ମହାପ୍ରଭୁଙ୍କ ବନକଲାଗି

ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଅନଷ୍ଠିତ ହୋଇଛି।

କାଲି ବନକଲାଗି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଫଳରେ ସନ୍ଧ୍ୟା ୬ଟାରୁ ରାତି ୧୧ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version