ଆସନ୍ତାକାଲି ଭୁବନେଶ୍ୱର ଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରା

ଓଡ଼ିଶାର ବିଭିନ୍ନ ସ୍ଥାନରୁ ୨୦୦ରୁ ଅଧିକ ବରିଷ୍ଠ ନାଗରିକ ତୀର୍ଥଯାତ୍ରାରେ ଯିବେ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ମେୟର୍ ସୁଲୋଚନା ଦାସ।

ଭୁବନେଶ୍ୱର ଭୀମ ଭୋଇ ଦୃଷ୍ଟିବାଧିତ ସ୍କୁଲ୍ ଓ କ୍ୟାପିଟାଲ୍ ହାଇସ୍କୁଲ୍‌ରେ ରହଣି ବ୍ୟବସ୍ଥା କରାଯାଇଛି। ଏହା ସହ ସ୍କାଉଟ୍ ଗାଇଡ୍ କ୍ୟାମ୍ପସ୍‌ରେ ରହଣି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes