ଆସନ୍ତାକାଲି ମନ୍ତ୍ରୀ ପ୍ରଦୀପ ଅମାତଙ୍କ ଉଲୁଣ୍ଡା ଗସ୍ତ

ଆସନ୍ତାକାଲି ଜଙ୍ଗଲ ଓ ପରିବେଶ ସୁରକ୍ଷା, ପଞ୍ଚାୟତିରାଜ ଓ ପାନୀୟ ଜଳ ତଥା ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ପୂର୍ବାହ୍ନ ୧୦ଟା’ ୩୦ ମିନିଟ ସମୟରେ ସୁବର୍ଣ୍ଣପୁର ଜିଲ୍ଲାର ଉଲୁଣ୍ଡା ବ୍ଲକକୁ ଗସ୍ତ କରିବାର କାର୍ଯ୍ୟକ୍ରମ ଥିବା ଜଣାପଡିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version