ଆସନ୍ତାକାଲି ଯାଏଁ ୧୪ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି

ଖୋର୍ଦ୍ଧା, କଟକ, ବୌଦ୍ଧ, ମାଲକାନଗିରି, କେନ୍ଦୁଝର, ନୟାଗଡ଼, ଅନୁଗୁଳ, ବଲାଙ୍ଗିର, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୂରଭଂଜ, ଝାରସୁଗୁଡ଼ାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି।

ଆସନ୍ତା ୭ ଓ ୮ରେ କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes