ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ July 29, 2025 by Odisha ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ ରହିବ।