ସୀମା ନିର୍ଦ୍ଧାରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି, ଜନଗଣନା ପୂର୍ବରୁ ସରିବ ନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ।
କମିଶନ ବସିବ, ସବୁ କାମ ପାଇଁ ମାନଦଣ୍ଡ ପ୍ରସ୍ତୁତ କରାଯାଇଛି।ଜନଗଣନା ଆରମ୍ଭ ହେଲେ ଏହି କାମ ବନ୍ଦ ରହିବ କହିଛନ୍ତି ସୁରେଶ ପୂଜାରୀ।
Credible Local News of Odisha