ଆସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ଖୋଲିବ ମଡେଲ୍ ମଣ୍ଡି

ରାଜ୍ୟର ୩୦ଟି ଜିଲ୍ଲାରେ ୩୮ଟି ମଡେଲ୍ ମଣ୍ଡି ହେବ କହିଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ। ଆବଶ୍ୟକତା ଦେଖି ବଡ଼ ଜିଲ୍ଲାରେ ୨ଟି ମଣ୍ଡି ହେବ ଏବଂ ମଡେଲ୍ ମଣ୍ଡିରେ ବିଶ୍ରାମଗାର ଓ ଟିଫିନ୍ ସେଣ୍ଟର ରହିବ।

ପାନୀୟ ଜଳ, ଶୌଚାଳୟ ଓ ପାର୍କିଂ ସୁବିଧା ବି ରହିବ। ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯାଇଥିବା କହିଲେ ସମବାୟ ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes