ଆସନ୍ତା ଶିକ୍ଷା ବର୍ଷରୁ ଶାରୀରିକ ଶିକ୍ଷା: ମନ୍ତ୍ରୀ

ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା। ଏନେଇ ଗୃହରେ ଉତ୍ତର ରଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ଶ୍ରୀ ଗଣ୍ଡ କହିଛନ୍ତି, ଜାତୀୟ ଶିକ୍ଷା ନୀତି ୨୦୨୦ ଅଧୀନରେ ଶାରୀରିକ ଶିକ୍ଷା ଦିଆଯିବ, ଏବେ ଡିଜିଟାଲ୍ କ୍ଲାସରୁମ୍‌ରେ ଇ-କଣ୍ଟେଣ୍ଟ ଦ୍ୱାରା ଶିକ୍ଷା ଦିଆଯାଉଛି କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes