ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ବର୍ଷା

ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଆଜି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଏହି ଜିଲ୍ଲଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes