ଆସନ୍ତା ୧୪ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ଥିବାବେଳେ ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ।

୧୬ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଘନୀଭୂତ ହେବ, ଘନୀଭୂତ ହୋଇ ଏକ ଅବପାତର ରୂପ ନେବା ସମ୍ଭାବନା ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes