ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

୧୮ ତାରିଖ ଦିନ ୧୦ଟା ବେଳେ ଷ୍ଟେଟ ଓପନ୍‌ ସ୍କୁଲ ଓ ମଧ୍ୟମା ରେଜଲ୍ଟ ପ୍ରକାଶ ପାଇବ।

ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀ ସେମାନଙ୍କର ରେଜଲ୍ଟ ଜାଣିପାରିବେ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version