ଆସନ୍ତା ୨୦ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଏବେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଅଛି, କ୍ରମେ ଏହା ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ଲଘୁଚାପ ଯୋଗୁଁ ଏବର୍ଷ ଦଶହରା ବର୍ଷାରେ ଭିଜିବା ଆଶଙ୍କା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes