ଆସନ୍ତା ୨୩ ତାରିଖରେ ବିଧାନସଭା ଘେରାଉ କରିବ ବିଜେଡି

ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରାଯାଇଥିବା ଅଭିଯୋଗ ଆଣି ବିଧାନସଭା ଘେରାଉ କରିବ ବିଜେଡି। ଏ ନେଇ ସୂଚନା ଦେଇଛନ୍ତି ଦେବୀ ମିଶ୍ର, ପ୍ରମିଳା ମଲ୍ଲିକ, ଅରୁଣ ସାହୁ।

ଏଥିରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ, ବ୍ଲକ ଅଧ୍ୟକ୍ଷ, ସରପଞ୍ଚ, ୱାର୍ଡମେମ୍ବର ସାମିଲ ହେବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes