ଆସନ୍ତା ୨୪ ଘଣ୍ଟା ଯାଏ କିଛି ସ୍ଥାନରେ ଜାରି ରହିବ ହିଟ୍‌ୱେଭ

ଏ ନେଇ କଟକ, ଭଦ୍ରକ, ନୟାଗଡ଼, ମୟୂରଭଞ୍ଜ, କଳାହାଣ୍ଡି, ବୌଦ୍ଧ, ମାଲକାନଗିରି, ନୂଆପଡ଼ା, ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗିରକୁ ସତର୍କତା ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୋନପୁର, ସୁନ୍ଦରଗଡ଼, କନ୍ଧମାଳ, ବୌଦ୍ଧ ଓ ନୟାଗଡ଼ ଜିଲ୍ଲାରେ ରାତି ଉଷ୍ମତା ରହିବ। ଗଜପତି, ବାଲେଶ୍ବର, ଖୋର୍ଦ୍ଧା, ପୁରୀରେ ଗୁଳୁଗୁଳି ଜାରି ରହିବ କହିଛି କେନ୍ଦ୍ର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes