ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହେବ। ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes