ଆସନ୍ତା ୨୬ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବା ନେଇ ପ୍ରେସ୍‌ମିଟ କରି ସୂଚନା ଦେଲେ ବୋର୍ଡ ସଭାପତି।

୧୧ଟା ୩୦ ସୁଦ୍ଧା ୱେବସାଇଟ୍‌ରେ ରେଜଲ୍ଟ ମିଳିବ।ଇଣ୍ଟରନେଟ୍‌ ସୁବିଧା ନ ଥିଲେ ଏସ୍‌ଏମ୍‌ଏସ୍‌ରେ ରେଜଲ୍ଟ ଜାଣିପାରିବେ। ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍‌ ଡାଉନଲୋଡ୍‌ କରି ପାରିବେ ଛାତ୍ରଛାତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes