ଆସନ୍ତା ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ

କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଆସିବ।

www.orissaresults.nic.in ରେ ପ୍ରକାଶ ପାଇବ ରେଜଲ୍ଟ। ରେଜଲ୍ଟ ବାହାରିବା ନେଇ CHSE ପକ୍ଷରୁ ସୂଚନା ଦିଆଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes