ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲାଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ।