ଆସନ୍ତା ୨୮ ତାରିଖରେ କଂଗ୍ରେସ ନେବ ରାଜ୍ୟସଭା ନିଷ୍ପତ୍ତି

ପିସିସି ସଭାପତି ଭକ୍ତ ଚରଣ ଦାସ ଏହି ସୂଚନା ଦେଇଛନ୍ତି। ଏଥିପାଇଁ ଦିଲ୍ଲୀ ଯାଇ ହାଇକମାଣ୍ଡଙ୍କ ସହ ଆଲୋଚନା କରିବେ। ନବୀନଙ୍କୁ ସମୟ ମାଗିଥିଲେ ବି ଏଯାଏଁ ନବୀନ ସମୟ ଦେଇନାହାନ୍ତି କହିଛନ୍ତି ପିସିସି ସଭାପତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes