ଆସନ୍ତା ୨ ଦିନ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା

ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଘଡ଼ଘଡ଼ି ସହ ବର୍ଷା ଓ ଦଲକା ପବନ ବହିବା ସମ୍ଭାବନା ଅଛି। ଆସନ୍ତାକାଲି ବର୍ଷାର ପରିମାଣ ବଢ଼ିବା ଆଶଙ୍କା ଥିବା କହିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes