ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି।