ଆସନ୍ତା ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ଥିବାରୁ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes