ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍

ଡ୍ୟାମ୍ ମୁଖ୍ୟ ଯନ୍ତ୍ରୀ ସୁଶୀଲ କୁମାର ବେହେରା ଏହି ସୂଚନା ଦେଇଛନ୍ତି।ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ପୂଜାର୍ଚ୍ଚନା ପରେ ସକାଳ ୧୦ଟାରେ ଖୋଲିବ ଗେଟ୍।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes