ଆସନ୍ତା 18 ବେଳକୁ ଘୁର୍ଣ୍ଣିବଳୟ, ବର୍ଷା ସମ୍ଭାବନା

ଆସନ୍ତା 18 ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେଉଥିବାରୁ ଓଡ଼ିଶାରେ ବ୍ୟାପକ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes