ଆସନ୍ତା 26 ତାରିଖରୁ ହେବ ସ୍ପେଶାଲ ଓଜେଇଇ

ଆଜି ଚଳିତ ବର୍ଷର ଓଜେଇଇ ଫଳ ପ୍ରକାଶ ପାଇଥିବା ବେଳେ ଆସନ୍ତା 26 ତାରିଖରୁ 30 ତାରିଖ ପର୍ଯ୍ୟନ୍ତ ସ୍ପେଶାଲ ଓଜେଇଇ ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି l
ଗତକାଲିଠାରୁ ଏଥିପାଇଁ ପଞ୍ଜିକରଣ ଆରମ୍ଭ ହୋଇଥିବା ବେଳେ ଏହା ଆସନ୍ତା 8 ତାରିଖ ପର୍ଯ୍ୟନ୍ତ ଚାଲିବ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes