ଆସିଲା ୫ ଜିଲ୍ଲାର ବନ୍ୟା କ୍ଷୟକ୍ଷତି ରିପୋର୍ଟ

କେନ୍ଦୁଝର, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, ଭଦ୍ରକର ବନ୍ୟା କ୍ଷୟକ୍ଷତି ରିପୋର୍ଟ ଆସିଥିବା ନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ। ମୋଟ୍‌ ୬ କୋଟି ୬୬ ଲକ୍ଷ ୧୭ହଜାର ୫୫ ଟଙ୍କା ଖର୍ଚ୍ଚ ହୋଇଛି, ଜିଲ୍ଲାପାଳମାନେ କ୍ଷତିଗ୍ରସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ କରିଛନ୍ତି।

ଫସଲ ନଷ୍ଟ ପାଇଁ କ୍ଷତିପୂରଣ ବି ଜିଲ୍ଲାପାଳମାନଙ୍କୁ ପଠାଯାଇଛି, ରିଲିଫ୍‌ ଖର୍ଚ୍ଚ ହୋଇଛି, ପାଣି ବିଶୋଧନ ଅର୍ଥ ବି ପଠାଯାଇଛି,ଘର ନଷ୍ଟ, ଲୁଗା, ବାସନ, ମତ୍ସ୍ୟଜୀବୀ, ଉଦ୍ଧାର କାର୍ଯ୍ୟ ଖର୍ଚ୍ଚ ବି ଦିଆଯାଇଛି କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes