ରାଷ୍ଟ୍ରପତିଙ୍କ ଭୁବନେଶ୍ବର ଗସ୍ତ ନେଇ ରାଜଭବନ ସମେତ ବିଭିନ୍ନ ଟ୍ରାଫିକ୍ ପୋଷ୍ଟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହ ଆସନ୍ତାକାଲି କମିଶରନରେଟ୍ ପୁଲିସ ପକ୍ଷରୁ କାର୍କେଡ୍ ରିହର୍ସଲ୍ କରାଯିବ ନେଇ ଭୁବନେଶ୍ବର ଡିସିପି ଜଗମୋହନ ମୀନା ସୂଚନା ଦେଇଛନ୍ତି।
ଆସନ୍ତା ୧୪ରେ ଏମ୍ସ ଭୁବନେଶ୍ବରର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି।