ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାର ଆହତଙ୍କୁ ସମ୍‌ ହସ୍ପିଟାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଆହତଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ। ବାଣ ବିସ୍ଫୋରଣ ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes