ଇଂଜିନିୟରିଂ କଲେଜ ଛାତ୍ରୀଙ୍କ ମୃତ ଦେହ ଉଦ୍ଧାର

ଭୁବନେଶ୍ୱରର ଆଚାର୍ଯ୍ୟ ବିହାରରେ ଏକ ଭଡା ଘରେ ରହୁଥିବା ଜଣେ ଘରୋଇ ଇଂଜିନିୟରିଂ କଲେଜର ଜନୈକା ଛାତ୍ରୀଙ୍କ ମୃତଦେହ ଆଜି ଉଦ୍ଧାର କରାଯାଇଛି l ସେ ଏମସିଏ ପଢୁଥିଲେ l

ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes