‘ଇଣ୍ଡିଆ ଟୁଡେ’ର ମୁଡ ଅଫ ଦ ନେସନ ପୋଲରେ ନବୀନ ହେଉଛନ୍ତି ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ

ଇଣ୍ଡିଆ ଟୁଡେ’ ର ‘ମୁଡ୍ ଅଫ ଦ ନେସନ’ ପୋଲରେ ନବୀନ ପଟ୍ଟନାୟକ ୭୩.୨% ଲୋକଙ୍କ ମନ ଜିତି ସର୍ବାଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ ଅଛନ୍ତି ।

ତାଙ୍କ ପଛକୁ ଅଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes