ଇଭି ବ୍ୟବହାର ପାଇଁ ପରିବହନ ମନ୍ତ୍ରୀଙ୍କ ଅପିଲ୍

ଅଧିକ ଇଭି ବ୍ୟବହାର ପାଇଁ ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା ଅପିଲ୍ କରିଛନ୍ତି। ଇଭି ବ୍ୟବହାର ପାଇଁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି, ଇଭି ପାଇଁ ସବସିଡ୍ ୨୦୨୮ ଯାଏଁ ବୃଦ୍ଧି କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ କଥା ମାନି ତେଲ୍‌ କମ୍ ବ୍ୟବହାର କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାରକେଡ୍‌ ଗାଡ଼ି ସଂଖ୍ୟା ହ୍ରାସ ନିଷ୍ପତ୍ତିକୁ ମନ୍ତ୍ରୀ ସ୍ୱାଗତ କରିଛନ୍ତି। ୩ ପାଇଲଟ୍ ଗାଡ଼ି ମଧ୍ୟରୁ ମାତ୍ର ଗୋଟିଏ ବ୍ୟବହାର କରିବେ କହିଲେ ମନ୍ତ୍ରୀ। ମୁଁ ନିଜେ ସରକାରୀ ବସ୍‌ରେ ଯିବା ଆସିବା କରିବି କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes