ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠରେ ମୁଖ୍ୟମନ୍ତ୍ରୀ

ଉତ୍କଳମଣିଙ୍କର ଜୀବନଚର୍ଯ୍ୟକୁ ନେଇ ପ୍ରସ୍ତୁତ ସଂଗ୍ରହାଳୟ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଲୋକେଶ୍ବର ମନ୍ଦିରର ଶୁଭ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes