ଉତ୍କଳ ବିଶ୍ବବିଦ୍ୟାଳୟର ୪ ହଷ୍ଟେଲରୁ ବିଦା ହେବେ ଅଣଛାତ୍ର

ଉତ୍କଳ ବିଶ୍ବବିଦ୍ୟାଳୟର ୧,୨,୩ ଓ ୫ ନମ୍ବର ହଷ୍ଟେଲରୁ ଅଣଛାତ୍ରଙ୍କୁ ତଡ଼ିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ନେଇ ବାଣୀବିହାର କ୍ୟାମ୍ପସରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି।

ବର୍ଷ ବର୍ଷ ଧରି ହଷ୍ଟେଲରେ ରହୁଥିବା ଅଣଛାତ୍ରଙ୍କୁ ତଡ଼ିବା ପାଇଁ ଏହି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes