ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ

ନିଯୁକ୍ତିକୁ ବେଆଇନ ଦର୍ଶାଇ ଆଇନଜୀବୀ ପ୍ରବୀର ଦାସ ମାମଲା ଦାୟର କରିବା ପରେ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ।

ଏ ନେଇ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କଲେ ଆଡ଼ଭୋକେଟ୍ ଜେନେରାଲ୍।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes