ଉପକାରାଗାର ପରିଦର୍ଶନ କଲେ ବିଶେଷଜ୍ଞ କମିଟି ସଦସ୍ୟ

ଓଡିଶା ସରକାରଙ୍କ ଗୃହ ବିଭାଗ ଦ୍ଵାରା ମନୋନୀତ ବିଶେଷଜ୍ଞ କମିଟି (ଶିଶୁ ସୁରକ୍ଷା) ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଦସ୍ୟମାନେ ଆଜି ସୋନପୁର ଉପକାରାଗାର ପରିଦର୍ଶନ କରିଛନ୍ତି ।

ଜିଲ୍ଲା ଆଇନ ସେବା ପ୍ରାଧୂକରଣ ସମ୍ପାଦିକା ସସ୍ମିତା ମିଶ୍ରଙ୍କ ତତ୍ତ୍ବାବଧାନରେ କମିଟିର ସଦସ୍ୟ ପ୍ରଫେସର ନୀଳାମ୍ବର ଶତପଥୁ, ରାଜୀବ ଲୋଚନ ଗୁରୁ, ହେମନ୍ତ କୁମାର ସା ଓ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ଆଇନ ଅଧିକାରୀ କେଶବ ଚନ୍ଦ୍ର ମେହେର ପ୍ରମୁଖ ଉପକାରାଗାର ପରିଦର୍ଶନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes